ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।
ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହା ଛଡ଼ା ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ।
ବହୁ ପ୍ରତୀକ୍ଷିତ ମା’ ତାରିଣୀ ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଉତ୍ସବରେ ଯୋଗ ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ଭାଷଣ ଶୁଣିବାକୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି