ଭୁବନେଶ୍ୱର ରାମ ମନ୍ଦିରରେ ଦେବ ଦୀପାବଳି ପାଳନ । ଦେବ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତିବର୍ଷ ମାର୍ଗଶିର ମାସ ଶୁକ୍ଳ ପ୍ରତିପଦ ତିଥିରେ ପାଳନ ହୁଏ ଦେବ ଦୀପାବଳି । କିମ୍ବଦନ୍ତୀ ଅନୁଯାୟୀ ଅସତ୍ୟ ଉପରେ ସତ୍ୟର ଜୟ ପାଇଁ ପ୍ରଭୁ ରାମଚନ୍ଦ୍ର ଦେବ ଦୀପାବଳି ପାଳନ କରିଥିଲେ । ରାମ ମନ୍ଦିର ପରିସର ରେ ୧୦ ହଜାର ଘିଅ ଦୀପ ପ୍ରଜ୍ୱଳନ କରାଯାଇଛି । ହାପି ଲିଭିଙ୍ଗ୍ ଫାଉଣ୍ଡେସନ ପକ୍ଷରୁ ପ୍ରତିବର୍ଷ ପାଳନ କରାଯାଏ । ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ରଜ୍ୟ ବିଜେପି ଉପସଭାପତି ଗୋଲକ ବିହାରୀ ମହାପାତ୍ର ଯୋଗ ଦେଇଛନ୍ତି । ବିଶ୍ଵ ଶାନ୍ତି, ବାୟୁ ପ୍ରଦୂଷଣ ଓ ସଦଭାବନା ନିମିତ୍ତ ପ୍ରର୍ଥନା କରାଯାଇଛି ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ