ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ସେପଟେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post