ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି । ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ