ମୁହଁ ଖୋଲିଲେ ରାଜଧାନୀ ଭୁବନେଶ୍ୱରର ଚର୍ଚ୍ଚିତ ନାବାଳକ ବାବାଙ୍କ ବାପା।ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେଳେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା। ସେଥିରେ ମୁଁ, ମୋ ସ୍ତ୍ରୀ ଓ ସମ୍ପର୍କୀୟ କେହି ନଥିଲୁ।
ସେହିଠାରେ ପୁଅର ପାଦ ତଳେ ତୁଳସୀ ରହିଥିଲା ଓ ସେ ଏକ ଖଟରେ ବସିଥିବା ଦେଖିବାକୁ ପାଇଥିଲୁ। କିଛି କୁଚକ୍ରୀ ଗୋଷ୍ଠୀ ଏପରି ଚକ୍ରାନ୍ତ କରିଛନ୍ତି। ସେମାନେ ଜାଣିଶୁଣି ବଦନାମ କରୁଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି। ଭିଡିଓ ଜାରି କରି କହିଛନ୍ତି, ମୋ ପୁଅ ଠାକୁର ବୋଲି କେବେ କହିନାହିଁ। ମୋ ପୁଅ ଠାକୁର ନୁହେଁ ବୋଲି ନାବାଳକ ବାବାଙ୍କ ପୁଅ ପଣ୍ଡିତ କାଶୀନାଥ ମିଶ୍ର।
ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା। ସେଥିରେ ମୁଁ, ମୋ ସ୍ତ୍ରୀ ଓ ସମ୍ପର୍କୀୟ କେହି ନଥିଲୁ। ସେହିଠାରେ ପୁଅର ପାଦ ତଳେ ତୁଳସୀ ରହିଥିଲା ଓ ସେ ଏକ ଖଟରେ ବସିଥିବା ଦେଖିବାକୁ ପାଇଥିଲୁ। କିଛି କୁଚକ୍ରୀ ଗୋଷ୍ଠୀ ଏପରି ଚକ୍ରାନ୍ତ କରିଛନ୍ତି। ସେମାନେ ଜାଣିଶୁଣି ବଦନାମ କରୁଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି।