ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଏହି ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସଂପର୍ଣ୍ଣ ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଜଣାପଡିଛି ।
Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Prev Post