ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଏହି ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସଂପର୍ଣ୍ଣ ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଜଣାପଡିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ