ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ ଦେଉଥିବା ବେଳେ ଆଜିର ଦିନରେ ଭକ୍ତ ମାନଙ୍କୁ ଧଳା ତଥା ଶୁଭ୍ର ରଙ୍ଗରେ ଦର୍ଶନ ଦେଇଥାନ୍ତି । ଏହି ବେଶରେ ଦେବୀଙ୍କୁ ଦର୍ଶନ କଲେ ପୂଣ୍ୟ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Next Post