ଭୁବନେଶ୍ୱର: କେନ୍ଦ୍ରୀୟ ସୁରକ୍ଷା ତାଲିକାରେ ଓଡ଼ିଶାର କେତେ ଐତିହ୍ୟ ରହିଛି ? ଏହି ଐତିହ୍ୟସ୍ଥଳରୁ ବାର୍ଷିକ କେତେ ରାଜସ୍ବ ସଂଗ୍ରହ ହେଉଛି ? ଐତିହ୍ୟ ସୁରକ୍ଷା ବାବଦରେ କେତେ ରାଜସ୍ବ ବିନିଯୋଗ ହୋଇଛି ? ଏଭଳି ପ୍ରଶ୍ନ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ, ସୁଲତା ଦେଓ ଓ ପ୍ରଶାନ୍ତ ନନ୍ଦ । ଯାହାର ଉତ୍ତର ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡୀ । କେନ୍ଦ୍ରୀୟ ସୁରକ୍ଷା ତାଲିକାରେ ଓଡ଼ିଶାର ୮୦ଟି ଐତିହ୍ୟସ୍ଥଳ ରହିଛି । ୨୦୨୧-୨୨ରେ ୩ କୋଟି ୩୪ ଲକ୍ଷ ଟଙ୍କାର ରାଜସ୍ବ ସଂଗ୍ରହ ହୋଇଥିଲା । ୨୦୨୨-୨୩ରେ ୧୧ କୋଟି ୫୬ ଲକ୍ଷ ଟଙ୍କାର ରାଜସ୍ବ ସଂଗ୍ରହ ହୋଇଛି । ସଂଗୃହୀତ ରାଜସ୍ବ କନସୋଲିଡେଟେଡ୍ ଫଣ୍ଡରେ ଜମା ହୋଇଛି ବୋଲି କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post