ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛି କମିଟି । ତେବେ ସରକାର ଅନୁମତି ଦେଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର କମିଟି ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରାରେ ବେଳେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏ ନେଇ ବଡ ନିଷ୍ପତ୍ତି ସାମ୍ନାକୁ ଆସିଛି । ମଙ୍ଗଳବାର ବସିଥିବା ହାଇଲେବଲ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏ ନେଇ କମିଟି ପକ୍ଷରୁ ବଡ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post