ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ ଶ୍ରୀମନ୍ଦିରରେ ମଙ୍ଗଳବାର ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ଉପରେ ହଠାତ୍‌ ଏକ ଚିଲ ବସିଥିବା ଦେଖାଯାଇଥିଲା । ପତିତପାବନବାନା ଉପରେ ଚିଲଟି ବସିଥିଲା । ଦୀର୍ଘ ସମୟ ଧରି ନୀଳଚକ୍ର ଉପରେ ଚିଲଟି ବସିବା ପରେ ସେଠାରୁ ଉଡି ଯାଇଥିଲା । ବଡଦାଣ୍ଡରେ ଲୋକେ ଏକାଠି ହୋଇ ଚିଲଟି ବସିଥିବାର ଦୃଶ୍ୟ ଦେଖିବା ସହ କେହି କେହି ମୋବାଇଲରେ ଫଟୋ ଓ ଭିଡିଓ କରିଥିଲେ ।

Leave a comment