ସମ୍ବଲପୁର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଆଜି ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି |
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post