ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି ଯେ ଅଗଷ୍ଟ ୧୧ରେ ମରାମତି ଓ ସଂରକ୍ଷଣ କାର୍ଯ୍ୟ ପ୍ରସଙ୍ଗରେ ଏଏସ୍ଆଇ କର୍ତ୍ତୃପକ୍ଷ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ। ନାଟମଣ୍ଡପର ଫାଟି ଯାଇଥିବା ବିମ୍ ମରାମତି ପ୍ରସଙ୍ଗରେ ଆମିକସ୍ କ୍ୟୁରି ମଧ୍ୟ ପୂର୍ବରୁ ଏଏସ୍ଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରିଥିଲେ। ୨୦୧୮ ଅଗଷ୍ଟରୁ ଏହି ପ୍ରସଙ୍ଗ ବିଚାରାଧୀନ ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ