ହାଇକୋର୍ଟରେ ଏଏସଆଇର ସତ୍ୟପାଠ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଯେତେ ଶୀଘ୍ର ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ଆରମ୍ଭ ହେବ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ରତ୍ନଭଣ୍ଡାର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏହି ନିର୍ଯାସ ରଖିଛି ଭାରତୀୟ ପ୍ରତ୍ନତତ୍ତ୍ୱ ସଂର୍ଭେକ୍ଷଣ ସଂସ୍ଥା। ସତ୍ୟପାଠରେ ଏଏସଆଇ ଦର୍ଶାଇଛି ଯେ, ଶେଷଥର ପାଇଁ ୨୦୧୮ ମସିହାରେ ବାହାର ଭଣ୍ଡାର ଅନୁଧ୍ୟାନ କରାଯାଇଥିଲା। ସେତେବେଳେ କାନ୍ଥ ଭିତରୁ ଫମ୍ଫା ଶବ୍ଦ ଆସୁଥିଲା। ଚଟାଣରେ ପଥର ପଡ଼ିଥିଲା। ଛାତରୁ ପାଣି ଗଳୁଥିବା ଦେଖିବାକୁ ମିଳିଥିଲା। ତେବେ ସେହି ଅନୁଧ୍ୟାନକୁ ଏହା ଭିତରେ ୫ ବର୍ଷ ବିତିଲାଣି। ଏହା ଭିତରେ ସଂରକ୍ଷଣ କାର୍ଯ୍ୟ ଆରମ୍ଭରେ ଆହୁରି ବିଳମ୍ବ ହୋଇଛି। ତେଣୁ ଏବେ ଅବିଳମ୍ବେ ମରାମତି ଆବଶ୍ୟକତା ରହିଥିବାରୁ କୋର୍ଟ ନିର୍ଦ୍ଦେଶ ଦେବା ମାତ୍ରେ ମରାମତି କାର୍ଯ୍ୟ ଆରମ୍ଭ କରାଯିବ
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
Next Post