ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ ଭାବରେ ସଜାଯିବା ସହ ସ୍ୱତନ୍ତ୍ର ନୀତିକାନ୍ତି ଚାଲିଛି । ଆଜି ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ। ସେହିପରି ଗୁଜରାଟର ଦେବଭୂମି ଦ୍ୱାରକା ମନ୍ଦିରରେ ମଧ୍ୟ ଆଡ଼ମ୍ୱର ସହକାରେ ଜନ୍ମାଷ୍ଚମୀ ପାଳନ କରାଯାଉଛି। ଜନ୍ମାଷ୍ଟମୀ ଉପଲକ୍ଷେ ସବୁ ଶ୍ରୀକୃଷ୍ଣ ମନ୍ଦିରଗୁଡ଼ିକରେ ହଜାର ହଜାର ଭିକ୍ତଙ୍କ ଭିଡ଼ ଲାଗିଛି। ଦେଶ ଓ ବିଦେଶରେ ଥିବା ଇସ୍କନ ମନ୍ଦିରଗୁଡ଼ିକରେ ମଧ୍ୟ ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ । ଭିଡ଼କୁ ଦୃଷ୍ଟିରେ ରଖି ସବୁଠି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Prev Post
Next Post