ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ

ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ  । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ସୃଷ୍ଟି ହୋଇଛି  ଭକ୍ତିମୟ ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି। ଟ୍ବିନ୍ ସିଟିରେ ମେଢ଼ ଦେଖିବାକୁ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ।

Leave a comment