ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି ପିଣ୍ଡଦାନ କରୁଛନ୍ତି। ଆଜି ପିତୃ ପକ୍ଷର ଶେଷ ଦିନ ହୋଇଥିବାରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବଳ ଗରମ ଯୋଗୁ ପିଣ୍ଡଦାନ ସ୍ଥଳୀକୁ ଟେଣ୍ଡର ବ୍ୟବସ୍ଥା କରାଯାଇଥିବା ବେଳେ ପାନୀୟ ଜଳ ଓ ପୁଲିସ ସୁରକ୍ଷାର ବ୍ୟବସ୍ଥା କରାଯାଇଛି।ସେହିପରି ଶ୍ରୀମନ୍ଦିର ରେ ମଧ୍ୟ ମହାଳୟା ଶ୍ରାଦ୍ଧ ପାଇଁ ଭିଡ ଦେଖିବାକୁ ମିଳିଛି |
Trending
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ