ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ।
Trending
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
Next Post