ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
Next Post