ଆସନ୍ତାକାଲି କୋଣାର୍କ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବେ ଲକ୍ଷାଧିକ ଭକ୍ତ । ଏହା ପୂର୍ବରୁ ତୀର୍ଥ ପୁଷ୍କରିଣୀ ଖନନ ହୋଇ ପରିସ୍କାର କରିବା ସହିତ ପରିମଳ ବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳ ଯୋଗାଣ, ବ୍ୟାରିକେଡର ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଉକ୍ତମାନେ ବୁଡ଼ ପକାଇବା ପରେ ନବଗ୍ରହ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବଳ ଗହଳି ଲାଗିବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଟ୍ରାଫିକ ବ୍ୟବସ୍ଥା ଓ ଲକ୍ଷାଧିକ ଭକ୍ତ ଶୃଙ୍ଖଳିତ ବୁଡ଼ ପକାଇବା ପାଇଁ ପୋଲିସ ପକ୍ଷରୁ 21 ପ୍ଲାଟୁନ୍ ଫୋର୍ସ, 20 ଜଣ ଡିଏସ୍ପି, 70 ଜଣ ଆଇଆଇସିଙ୍କୁ ମୁତୟନ କରାଯିବ ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ