ଆଜି ଛଟ ପୂଜାରେ ସୂର୍ଯ୍ୟ ଦେବତା ଓ ଛଟି ମାତାଙ୍କୁ ପୂଜା କରାଯାଏ । ଏହି ପୂଜା ମୁଖ୍ୟତ ବିହାର, ଝାଡଖଣ୍ଡ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶରେ ପାଳନ କରାଯାଉଥିବା ବେଳେ ଦେଶର ଅନ୍ୟ ରାଜ୍ୟରେ ମଧ୍ୟ ଏହା ପାଳନ କରାଯାଇଥାଏ । ଏହି ପର୍ବ ପାଳନ କଲେ ପରିବାରରେ ସୁଖ ସମୃଦ୍ଧି ଆସିଥାଏ ବୋଲି ବିଶ୍ବାସ ରହିଛି । ତେବେ ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ ଛଟ ପୂଜା ପାଳନ କରାଯାଉଛି ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post