ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post