କଟକ : ଆଜିଠାରୁ ଆରମ୍ଭ ହେଉଛି କଟକ ଐତିହାସିକ ବାଲିଯାତ୍ରା । ମହାମହିମ ରାଷ୍ଟ୍ରପତି ଆଜି ବାଲିଯାତ୍ରା ଉଦଘାଟନ କରିବା ପରେ ଏହା ୪ ତାରିଖ ଯାଏଁ ଚାଲିବ । ବାଲିଯାତ୍ରାର ମୁଖ୍ୟ ଆକର୍ଷଣ ସାଜିବ କଟକ ଇନ୍ କଟକ୍ ଓ ଫିସ୍ ଟନେଲ । ଯାତ୍ରାରେ ୧୨ ଶହରୁ ଅଧିକ ଷ୍ଟଲ୍ ଖୋଲାଯିବ । ପାର୍କିଂ ସ୍ଥାନରୁ ଯାତ୍ରୀ ଯିବା ଆସିବା ପାଇଁ ସ୍ବତନ୍ତ୍ର ଇ-ରିକ୍ସା ବନ୍ଦୋବସ୍ତ କରାଯାଇଛି । ଭିଡ ନିୟନ୍ତ୍ରଣ ପାଇଁ ୪ ଟି ପ୍ରବେଶ ଓ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ସବୁଦିନ ସକାଳେ ଆୟୋଜିତ ହେବ ପଥଉତ୍ସବ । ଯାତ୍ରୀଙ୍କ ସୁବିଧା ପାଇଁ ପଡିଆ ମଧ୍ୟରେ ୨୫୦ ଟି ଅସ୍ଥାୟୀ ଟଏଲେଟ୍ ବ୍ୟବସ୍ଥା କରାଯାଇଛି । ବଲିଉଡ୍ ସିଙ୍ଗର ଅନୁ ମଲ୍ଲିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଚଳିତବର୍ଷ ଅଧିକ ପ୍ରଧାନ୍ୟ ଦିଆଯାଇ ଓରମାସ 420ଟି ଷ୍ଟଲ ଦିଆଯାଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post