ଆଡ଼ପ ପହଣ୍ଡି ବେଳେ ବଡ଼ ଅଘଟଣ । ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ତାଳଧ୍ୱଜ ରଥର ଚାରମାଳ ଉପରୁ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା ପାଞ୍ଚ ସେବାୟତ ଆହତ ହୋଇଥିବା ସୂଟନା । ଆହତ ସେବାୟତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏପରି ଅଘଟଣ କୋଟି କୋଟି ଓଡ଼ିଆଙ୍କ ମନରେ କୋଉଠି ନା କୋଉଠି ଆଘାତ ପହଞ୍ଚାଇଛି । କେଉଁ ପରିସ୍ଥିତିରେ ଏତେ ବଡ଼ ଅଘଟଣ ହେଲା ତାହା ଏବେଯାଏଁ ସମୀକ୍ଷା କରାଯାଇ ନାହିଁ ।ଚାରମାଳ ବନ୍ଧା ହେବାରେ ତ୍ରୁଟି ରହିଲା କିମ୍ୱା ପହଣ୍ଡି ସେବାୟତଙ୍କ ପହଣ୍ଡି ସମୟରେ ତ୍ରୁଟି ରହିଲା ତାହା ସ୍ପଷ୍ଟ ହୋଇ ପାରି ନାହିଁ । ସୂଚନା ଅନୁସାରେ ଅହତ ହୋଇଥିବା ପାଞ୍ଚ ଜଣ ସେବାୟତଙ୍କୁ ଆମ୍ୱୁଲାନ୍ସରେ ଡାକ୍ତରଖାନାକୁ ନିଆଯାଇଛି । ଏହି ଘଟଣା ଉଭୟ ଶ୍ରଦ୍ଧାଳୁ-ସେବାୟତଙ୍କ ମନରେ ଆଘାତ ସୃଷ୍ଟି କରିଛି
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post