ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସାମ୍ନାକୁ ଆସିଲା ରାମଲାଲାଙ୍କ ମୂର୍ତ୍ତିର ପ୍ରଥମ ଫଟୋ । ଭଗବାନ ରାମଙ୍କ ମୂର୍ତ୍ତିର ପ୍ରଥମ ଝଲକ ଏବେ ସାମ୍ନାକୁ ଆସିଛି। ଗୁରୁବାର ରାତିରେ ରାମଲାଲା ମୂର୍ତ୍ତିର ପ୍ରଥମ ଝଲକ ପ୍ରକାଶ ପାଇଛି। ଏହି ପ୍ରତିମାକୁ ଗର୍ଭଗୃହରେ ରଖାଯାଇଛି।ପ୍ରାଣ ପ୍ରତିଷ୍ଠା ପାଇଁ ରୀତିନୀତି ଜାନୁଆରୀ ୧୬ ରୁ ଆରମ୍ଭ ହୋଇଛି। ଜାନୁୟାରୀ ୧୭ (ବୁଧବାର) ଦିନ ପବିତ୍ର ମନ୍ଦିରରେ ସ୍ଥାପନ ହେବାକୁ ଥିବା ୨୦୦ କିଲୋଗ୍ରାମ ଓଜନର ରାମଲାଲାର ନୂତନ ପ୍ରତିମା ଗତକାଲି ଜନାଭୁମି ମନ୍ଦିର ପରିସରକୁ ଅଣାଯାଇ ଗୁରୁବାର ପବିତ୍ର ଗର୍ଭଗୃହରେ ରଖାଯାଇଛି। ଏହାପୂର୍ବରୁ ମନ୍ଦିର ପରିସରରେ ରାମ ଲାଲାଙ୍କ ପ୍ରତିମାକୁ ନେଇ ମନ୍ଦିର ଚାରି ପାଖରେ ପରିକ୍ରମା କରିବାର ଯୋଜନା ଥିଲା, କିନ୍ତୁ ପ୍ରତିମାଙ୍କ ଓଜନ ହେତୁ ରାମ ଲାଲାର ୧୦ କିଲୋଗ୍ରାମ ରୂପା ପ୍ରତିମାକୁ ପରିକ୍ରମାରେ ନିଆଯାଇଥିଲା।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post