ଅଧିକାଂଶ ଦଣ୍ଡାକାଠ ପୋଲା ପଡ଼ୁଥିବାରୁ ଏଭଳି ଆଶଙ୍କା ଦେଖାଦେଇଛି। ମିଳିଥିବା ସୂଚନା ଅନୁସାରେ, ଗତ କିଛିଦିନ ଧରି ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ ରଥ ପାଇଁ ଆସିଥିବା କାଠ ପୋଲା ଥିବା ମିଳୁଛି। ତେବେ, ଅଧିକ ପୋଲାକାଠ ନନ୍ଦିଘୋଷ ଓ ଦର୍ପଦଳନ ରଥରୁ ମିଳୁଛି। ସ୍ଥିତି ଏପରି ହୋଇଛି ଯେ ଦଣ୍ଡା ପ୍ରସ୍ତୁତି ପାଇଁ ଆଉ କାଠ ନାହିଁ। ଦଣ୍ଡା ପାଇଁ ଆବଶ୍ୟକ କାଠ ଆସିବାପରେ ଯାଇ ଆବଶ୍ୟକ ଦଣ୍ଡା ପ୍ରସ୍ତୁତି ହେବ। ଏଣୁ ଏହାକୁ ନେଇ ଚିନ୍ତାରେ ତିନି ରଥର ମୁଖ୍ୟ ବିଶ୍ବକର୍ମାମାନେ ପଡ଼ିଛନ୍ତି। ଦଣ୍ଡାକାଠ ହାଣି ସାରିବା ପରେ ଏଭଳି ପୋଲା ବାହାରୁଥିବାରୁ ଅସନ୍ତୋଷ ବି ବ୍ୟକ୍ତ କରିଛନ୍ତି।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post
Next Post