ଶ୍ରୀମନ୍ଦିର ପରିଚାଳନା ଏବଂ ସ୍ୱଚ୍ଛତା ଏବଂ ନିରପେକ୍ଷତାକୁ ଆଣିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ହଣ କରିଛନ୍ତି । ଏଥିରେ ମନ୍ଦିର କମିଟିରେ ପରିବର୍ତ୍ତନ ହୋଇ ନୂଆ କମିଟି ଗଠନ ହେବ । କମିଟି ଗଠନ ପୂର୍ବରୁ ସଦସ୍ୟଙ୍କ ନାଁ ମନୋନୟନ ବେଳେ ସ୍ବଚ୍ଛତା ଆଣିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିର ଆକ୍ଟ ଅନୁଯାୟୀ, ୧୯୫୫ ଧାରା ୬(୧) ଅନୁସାରେ ପରିଚାଳନା କମିଟି ସଦସ୍ୟଙ୍କ ନାଁ ସୁପାରିଶ ଲାଗି ଏକ ଗାଇଡଲାଇନ୍ ପ୍ରସ୍ତୁତକରିଛି ଆଇନ ବିଭାଗ ।ସେହିପରି ଶ୍ରୀମନ୍ଦିର ପରିଚାଳନା କମିଟିରେ ମୋଟ ୧୮ ଜଣ ସଦସ୍ୟ ରହୁଥିବା ବେଳେ । ଗଜପତି ମହାରାଜ କମିଟିର ସ୍ଥାୟୀ ଅଧକ୍ଷ ରହିଥିବା ବେଳେ । ଶ୍ରାମନ୍ଦିରର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ,ଆଇନ ବିଭାଗ ସଚିବ ଏସପି ତଥା ସେବାୟତ ଓ ମଠରୁ ପ୍ରାୟ ୭ ଜଣ ସଦସ୍ୟଙ୍କ ନାମ ଚୟନ ହୋଇଥାଏ ।ବିଶେଷ ସାମାଜିକ କାର୍ୟ୍ୟ କରି ପ୍ରଶଂସା ପାଇଥିବା ଅନ୍ୟ ୨ ଜଣଙ୍କୁ ସରକାର କମିଟିରେ ସ୍ଥାନ ଦେଇଥାଆନ୍ତି ଓ କମିଟି ଗଠନ ପୂର୍ବରୁ ସଦସ୍ୟଙ୍କ ନାଁ ମନୋନୟନ ବେଳେ ସ୍ବଚ୍ଛତା ଆଣିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Prev Post
Next Post