ଶ୍ରୀମନ୍ଦିର ପରିଚାଳନା ଏବଂ ସ୍ୱଚ୍ଛତା ଏବଂ ନିରପେକ୍ଷତାକୁ ଆଣିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ହଣ କରିଛନ୍ତି । ଏଥିରେ ମନ୍ଦିର କମିଟିରେ ପରିବର୍ତ୍ତନ ହୋଇ ନୂଆ କମିଟି ଗଠନ ହେବ । କମିଟି ଗଠନ ପୂର୍ବରୁ ସଦସ୍ୟଙ୍କ ନାଁ ମନୋନୟନ ବେଳେ ସ୍ବଚ୍ଛତା ଆଣିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିର ଆକ୍ଟ ଅନୁଯାୟୀ, ୧୯୫୫ ଧାରା ୬(୧) ଅନୁସାରେ ପରିଚାଳନା କମିଟି ସଦସ୍ୟଙ୍କ ନାଁ ସୁପାରିଶ ଲାଗି ଏକ ଗାଇଡଲାଇନ୍ ପ୍ରସ୍ତୁତକରିଛି ଆଇନ ବିଭାଗ ।ସେହିପରି ଶ୍ରୀମନ୍ଦିର ପରିଚାଳନା କମିଟିରେ ମୋଟ ୧୮ ଜଣ ସଦସ୍ୟ ରହୁଥିବା ବେଳେ । ଗଜପତି ମହାରାଜ କମିଟିର ସ୍ଥାୟୀ ଅଧକ୍ଷ ରହିଥିବା ବେଳେ । ଶ୍ରାମନ୍ଦିରର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ,ଆଇନ ବିଭାଗ ସଚିବ ଏସପି ତଥା ସେବାୟତ ଓ ମଠରୁ ପ୍ରାୟ ୭ ଜଣ ସଦସ୍ୟଙ୍କ ନାମ ଚୟନ ହୋଇଥାଏ ।ବିଶେଷ ସାମାଜିକ କାର୍ୟ୍ୟ କରି ପ୍ରଶଂସା ପାଇଥିବା ଅନ୍ୟ ୨ ଜଣଙ୍କୁ ସରକାର କମିଟିରେ ସ୍ଥାନ ଦେଇଥାଆନ୍ତି ଓ କମିଟି ଗଠନ ପୂର୍ବରୁ ସଦସ୍ୟଙ୍କ ନାଁ ମନୋନୟନ ବେଳେ ସ୍ବଚ୍ଛତା ଆଣିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post