ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ବନ୍ଦ କରାଯିବାର ସୂଚନା ରହିଛି । ଏହି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ଗୁପ୍ତନୀତିକୁ ଦଇତାପତି ଓ ଅନ୍ୟାନ୍ୟ ସେବାୟତ ମାନଙ୍କ ଦ୍ୱାରା କରାଯାଇଥାଏ । ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post