କନଷ୍ଟେବଲ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆହ୍ୱାନ କରୁଛି । ସମସ୍ତ ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀ ITBP ର ଅଫିସିଆଲ ୱେବସାଇଟ୍ recruitment.itbppolice.nic.inକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ହେଉଛି ୧, ଅକ୍ଟୋବର ୨୦୨୪ ।ITBPରେ ମୋଟ୍ ୮୧୬ କନଷ୍ଟେବଲ(ରୋଷେଇ ସେବା) ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିରେ ପୁରୁଷ ବର୍ଗରେ ୬୯୭ ଏବଂ ମହିଳା ବର୍ଗରେ ୧୨୨ ପଦବୀ ଖାଲି ରହିଛି । ପ୍ରାର୍ଥୀ ଜଣଙ୍କ କୌଣସି ମାନ୍ୟତା ପ୍ରାପ୍ତ ବୋର୍ଡ଼ରୁ ୧୦ମ ଶ୍ରେଣୀ ପାସ୍ କରିଥିବେ । ଏହା ବ୍ୟତୀତ ରାଷ୍ଟ୍ରୀୟ କୌଶଳ ବିକାଶ ନିଗମ ଦ୍ୱାରା ମାନ୍ୟତା ପ୍ରାପ୍ତ ଅନୁଷ୍ଠାନରୁ ଖାଦ୍ୟ ଉତ୍ପାଦନ କିମ୍ବା ରୋଷେଇରେ NSQF ସ୍ତର- ୧ ପାଠ୍ୟକ୍ରମ ଅଧ୍ୟୟନ କରିଥିବେ । ଏହି ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ବୟସ ୧୮ରୁ ୨୫ ବର୍ଷ ପର୍ଯ୍ୟନ୍ତ ରହିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post