ଓଡ଼ିଶା ଓ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ)ରେ ନିଯୁକ୍ତି ପାଇବାକୁ ଥିବା ଜୁନିୟର ଆସିଷ୍ଟାଣ୍ଟ ପଦକୁ ନେଇ ଆସିଛି ବଡ଼ ଅପଡେଟ୍ । ଜୁନ ମାସ ୧୯ତାରିଖ (ବୁଧବାର) ଦିନ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟର ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, ଜୟପୁର ଓ ସମ୍ବଲପୁର ଏହି ୫ଟି ଜୋନରେ ପରୀକ୍ଷାର ଆୟୋଜନ କରାଯିବ । ୧୨ ତାରିଖରେ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବଧ ହେବ । ପ୍ରାର୍ଥୀମାନେ ନିଜର ନିଜର ଜନ୍ମ ତାରିଖ ଓ ମୋବାଇଲ ନମ୍ବର ଦେଇ ତାହାକୁ ଡାଉନଲୋଡ୍ କରିପାରିବେ । ଏ ବାବଦରେ କୌଣସି ଜରୁରୀ ଅପଡେଟ୍ ବିଷୟରେ ଜାଣିବା ପାଇଁ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି । ଏ ବାବଦରେ ରାଜ୍ୟ ଚୟନ ବୋର୍ଡ (ଏସଏସବି) ତରଫରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Next Post