ସୁରକ୍ଷା ବାହିନୀର ମହିଳା ଅଧିକାରୀଙ୍କ ପରି ମହିଳା ସୈନିକମାନେ ମଧ୍ୟ ମାତୃତ୍ୱ, ଶିଶୁ ଯତ୍ନ ଏବଂ ପିଲାମାନଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ଛୁଟି ଏବଂ ଅନ୍ୟାନ୍ୟ ସୁବିଧା ଭଳି ସମାନ ସୁବିଧା ପାଇବେ। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରସ୍ତାବର ଅନୁମୋଦନ ପରେ ମହିଳା ସୈନିକ, ମହିଳା ନାବିକ ଏବଂ ମହିଳା ବିମାନ କର୍ମଚାରୀମାନେ ମାତୃତ୍ୱ, ଶିଶୁ ଯତ୍ନ ଏବଂ ଶିଶୁ ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ସେମାନଙ୍କ ଅଧିକାରୀମାନଙ୍କ ପରି ଛୁଟି ଏବଂ ଅନ୍ୟାନ୍ୟ ସୁବିଧା ପାଇବେ।ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତ୍ତିରେ କୁହାଯାଇଛି ଏହି ପଦକ୍ଷେପ ପ୍ରତିରକ୍ଷା ମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ହୋଇଛି। ଯେଉଁଥିରେ ଏହି ସୁବିଧା ସୁରକ୍ଷା ବାହିନୀରେ ସମସ୍ତ ମହିଳାଙ୍କୁ ଯୋଗାଇ ଦେବାକୁ କୁହାଯାଇଛି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post