ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ ଅସନ୍ତୋଷ ଥିଲେ। ଲୋକମାନେ ରାଜରାସ୍ତାରେ ଆତଙ୍କବାଦୀଙ୍କ ବିରୋଧରେ କଠୋର ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ ଏଭଳି ଏକ ବଡ଼ ଆତଙ୍କବାଦୀ ଘଟଣା ସାମ୍ନାକୁ ଆସିବା ପରେ ସେନା ଏହି ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଆରମ୍ଭ କରିଥିଲା। ସେନାର ପ୍ରତିଶୋଧରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର