ଆଜି ସକାଳେ ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହେବା ପରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ବେଳେ ଦୁଇ ସୈନିକ ମଧ୍ୟ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ବୁଧବାର ରାତିରେ ଜିଲ୍ଲାର ବେହବାଗ ଅଞ୍ଚଳରେ କଦେର ଠାରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁପ୍ତ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ତେବେ ଆତଙ୍କବାଦୀମାନେ ଏହି ସମୟରେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଯୁଦ୍ଧ ପରିସ୍ଥିତି ଉପୁଜୁଥିଲା।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ