ଆଜି ସକାଳେ ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହେବା ପରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ବେଳେ ଦୁଇ ସୈନିକ ମଧ୍ୟ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ବୁଧବାର ରାତିରେ ଜିଲ୍ଲାର ବେହବାଗ ଅଞ୍ଚଳରେ କଦେର ଠାରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁପ୍ତ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ତେବେ ଆତଙ୍କବାଦୀମାନେ ଏହି ସମୟରେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଯୁଦ୍ଧ ପରିସ୍ଥିତି ଉପୁଜୁଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ