ଜାମ୍ମୁ କାଶ୍ମୀର ଗନ୍ଦେରବାଲ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସହ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୋନାମାର୍ଗ ଅଞ୍ଚଳରେ ଏକ ଟନ୍ନେଲ କାର୍ଯ୍ୟ ଚାଲି ଥିବାବେଳେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। କାଶ୍ମୀର ଆଇଜି ପୁଲିସ ଭି.କେ ବିର୍ଦିଙ୍କ ସମେତ ବରିଷ୍ଠ ସୁରକ୍ଷା ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି |
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ