ଆତଙ୍କବାଦ ମୁକାବିଲା ଦିଗରେ ଟେକନୋଲୋଜିର ବ୍ୟବହାରକୁ ନେଇ ‘Anti-Terror Conference-2024 ରେ କହିଛନ୍ତି ଶାହା। ଆତଙ୍କବାଦୀଙ୍କ ମୁକାବିଲା କରିବା ପାଇଁ ସୁରକ୍ଷାବଳକୁ ଟେକନୋଲୋଜି ବଳ ଦେବ। ଆକ୍ରମଣ ପୂର୍ବରୁ ଏହି ଟେକନୋଲୋଜି ଦ୍ବାରା ସେମାନଙ୍କ ପ୍ଳାନକୁ ଜାଣିହେବ । ଯଦି ଆମକୁ ଆତଙ୍କବାଦର ସଠିକ୍ ମୁକାବିଲା କରିବାର ଅଛି ତେବେ ଆମର ଯୁବ ଅଧିକାରୀମାନଙ୍କୁ ସର୍ବୋଚ୍ଚ ପ୍ରଯୁକ୍ତିବିଦ୍ୟା ସହିତ ସଜାଇବାକୁ ପଡିବ ଏବଂ ତାଲିମ ଦିଆଯିବା ଦରକାର ବୋଲି କହିଛନ୍ତି ଅମିତ୍ ଶାହା।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Next Post