ଓଡିଶା ସୀମାନ୍ତ ନାରାୟଣପୁର ଜିଲ୍ଲାରେ IED ବିସ୍ଫୋରଣରେ ଦୁଇ ITBP ଯବାନ ସହିଦ। ନକ୍ସଲ ଆକ୍ରମଣରେ ଆଉ ଦୁଇ ଯବାନ ଆହତ ହୋଇଛନ୍ତିITBP, BSF ଏବଂ DRG ର ମିଳିତ ଟିମ ଅପରେସନରୁ ଫେରୁଥିବାବେଳେ ହୋଇଥିଲା ବିସ୍ଫୋରଣ। ନକ୍ସଲଙ୍କୁ ଦୃଢ଼ ଜବାବ ଦେବାକୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି |
Trending
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍