ବଢ଼ିଲା ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଅବଧି। ଉଭୟ ଦେଶର ସହମତିରେ ମେ ୧୦ ତାରିଖରେ ଭାରତ-ପାକିସ୍ତାନ ସୀମାରେ ଅସ୍ତ୍ରବିରତି ପାଇଁ ରାଜି ହୋଇଥିଲେ। ଗୁରୁବାର ପର୍ଯ୍ୟନ୍ତ ତାହାର ଅବଧି ରହିଥିଲା। ଏବେ ସେହି ଅବଧିକୁ ବୃଦ୍ଧି କରାଯାଇ ମେ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଉଭୟ ଦେଶ ସମସ୍ତ ସୀମାନ୍ତ ସାମରିକ କାର୍ଯ୍ୟାନୁଷ୍ଠାନ ଉପରେ ବିରତି ବୃଦ୍ଧି କରିବାକୁ ରାଜି ହୋଇଛନ୍ତି। “୨୦୨୫ ମେ ୧୦ ତାରିଖରେ ଦୁଇ ଡିଜିଏମ୍ଓ ମଧ୍ୟରେ ବୁଝାମଣା ସହିତ ଏହି ଅସ୍ତ୍ରବିରତି ଲାଗୁ ହୋଇଥିବା ବେଳେ ଏବେ ସୁରକ୍ଷା ଦୃଷ୍ଟିରୁ ଏହାର ଅବଧି ଆହୁରି କିଛି ଦିନ ବଢ଼ାଇ ଦିଆଯାଇଛି।
Trending
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ