ବିଶାଖାପାଟଣାରେ ମାଲାବାର ନୌସେନାଭ୍ୟାସ ଜାରି ରହିଛି। ମିଳିତ ସମରାଭ୍ୟାସରେ ଭାରତ ନୌସେନା ସହ ଜାପାନ ସେନା ଯୋଗ ଦେଇଛି । ସେହିପରି ଆମେରିକା ଓ ଅଷ୍ଟ୍ରେଲିଆ ନୌସେନା ଏଥିରେ ସାମିଲ ହୋଇଛନ୍ତି । ଆଧୁନିକ ଅସ୍ତ୍ରଶସ୍ତ୍ର ସହ ଯବାନମାନେ ଯୁଦ୍ଧ କୈାଶଳ ଶିକ୍ଷା କରୁଛନ୍ତି । ଇଷ୍ଟର୍ଣ୍ଣ ନାଭାଲ କମାଣ୍ଡ ପକ୍ଷରୁ ଗତ ୯ତାରିଖରୁ ଏହି ସମରାଭ୍ୟାସ ଆରମ୍ଭ ହୋଇଛି । ଇଣ୍ଡୋ-ପାସିଫିକ ଅଞ୍ଚଳକୁ ସୁରକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏହି ମିଳିତ ସମରାଭ୍ୟାସ ହେଉଛି । ପାରସ୍ପରିକ ସହଯୋଗ, ପ୍ରଯୁକ୍ତି ବିଦ୍ୟାର ଉପଯୋଗ ସହ ପରସ୍ପରଠାରୁ ଯୁଦ୍ଧ କୌଶଳ ଶିକ୍ଷା କରୁଛନ୍ତି ଯବାନ ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Next Post