ଦୀପାବଳି ପରେ ପରେ ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା । ବଡଗାମରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରିଛନ୍ତି ଆତଙ୍କୀ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ନାମ ଉସମାନ ଏବଂ ସଞ୍ଜୟ, ଉଭୟ ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି । ଦୁହେଁ ଜଳ ଜୀବନ ମିଶନ ଅଧୀନରେ ଚାଲିଥିବା ଏକ ପ୍ରୋଜେକ୍ଟରେ ଶ୍ରମିକ ଭାବେ କାମ କରୁଥିଲେ। ପୂର୍ବରୁ ମଧ୍ୟ ଘାଟିରେ ଶ୍ରମିକଙ୍କୁ ଆକ୍ରମଣ କରାଯାଇଛି । ପାକିସ୍ତାନର ଲଶ୍କର-ଏ-ତୋଏବା ଏହି ଘଟଣା ଘଟାଇଥିବା ଦାବି କରିଥିଲା ।
Trending
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
Prev Post