ଦୀପାବଳି ପରେ ପରେ ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା । ବଡଗାମରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରିଛନ୍ତି ଆତଙ୍କୀ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ନାମ ଉସମାନ ଏବଂ ସଞ୍ଜୟ, ଉଭୟ ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି । ଦୁହେଁ ଜଳ ଜୀବନ ମିଶନ ଅଧୀନରେ ଚାଲିଥିବା ଏକ ପ୍ରୋଜେକ୍ଟରେ ଶ୍ରମିକ ଭାବେ କାମ କରୁଥିଲେ। ପୂର୍ବରୁ ମଧ୍ୟ ଘାଟିରେ ଶ୍ରମିକଙ୍କୁ ଆକ୍ରମଣ କରାଯାଇଛି । ପାକିସ୍ତାନର ଲଶ୍କର-ଏ-ତୋଏବା ଏହି ଘଟଣା ଘଟାଇଥିବା ଦାବି କରିଥିଲା ।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Prev Post