କନଷ୍ଟେବଲ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆହ୍ୱାନ କରୁଛି । ସମସ୍ତ ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀ ITBP ର ଅଫିସିଆଲ ୱେବସାଇଟ୍ recruitment.itbppolice.nic.inକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ହେଉଛି ୧, ଅକ୍ଟୋବର ୨୦୨୪ ।ITBPରେ ମୋଟ୍ ୮୧୬ କନଷ୍ଟେବଲ(ରୋଷେଇ ସେବା) ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିରେ ପୁରୁଷ ବର୍ଗରେ ୬୯୭ ଏବଂ ମହିଳା ବର୍ଗରେ ୧୨୨ ପଦବୀ ଖାଲି ରହିଛି । ପ୍ରାର୍ଥୀ ଜଣଙ୍କ କୌଣସି ମାନ୍ୟତା ପ୍ରାପ୍ତ ବୋର୍ଡ଼ରୁ ୧୦ମ ଶ୍ରେଣୀ ପାସ୍ କରିଥିବେ । ଏହା ବ୍ୟତୀତ ରାଷ୍ଟ୍ରୀୟ କୌଶଳ ବିକାଶ ନିଗମ ଦ୍ୱାରା ମାନ୍ୟତା ପ୍ରାପ୍ତ ଅନୁଷ୍ଠାନରୁ ଖାଦ୍ୟ ଉତ୍ପାଦନ କିମ୍ବା ରୋଷେଇରେ NSQF ସ୍ତର- ୧ ପାଠ୍ୟକ୍ରମ ଅଧ୍ୟୟନ କରିଥିବେ । ଏହି ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ବୟସ ୧୮ରୁ ୨୫ ବର୍ଷ ପର୍ଯ୍ୟନ୍ତ ରହିଛି ।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post