ନଭେମ୍ବର ମାସ ପହିଲାରୁ ୫ ତାରିଖ ପର୍ଯ୍ୟନ୍ତ ୧୦ଟି ଉପକୂଳ ଜିଲ୍ଲାରେ ଅଗ୍ନିପଥ ସେନା ନିଯୁକ୍ତି ରାଲି ଅନୁଷ୍ଠିତ ହେବ । ସେହି ଜିଲ୍ଲାଗୁଡ଼ିକ ହେଉଛି କଟକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ । ତାଲିକାଭୁକ୍ତ ପ୍ରାର୍ଥୀମାନଙ୍କ ପାଇଁ ବାଲେଶ୍ୱର ରିଜର୍ଭ ପୁଲିସ ଲାଇନ୍ ପଡ଼ିଆ ଠାରେ ସେନା ନିଯୁକ୍ତି ରାଲି ଅନୁଷ୍ଠିତ ହେବ ।ଅନଲାଇନ ସାଧାରଣ ପ୍ରବେଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ପ୍ରାର୍ଥୀମାନେ ଏହି ନିଯୁକ୍ତି ମେଳାରେ ଭାଗ ନେଇ ନିଜର ଶାରୀରିକ ସ୍ୱାସ୍ଥ୍ୟ ପରୀକ୍ଷଣ ଏବଂ ମେଡିକାଲ ପରୀକ୍ଷଣ କରାଇପାରିବେ । ଅନଲାଇନ୍ ସାଧାରଣ ପ୍ରବେଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କୁ ସେମାନଙ୍କର ପଞ୍ଜୀକୃତ ଇ-ମେଲ୍ ଜରିଆରେ ଆଡମିଟ୍ କାର୍ଡ ପଠାଇ ଦିଆଯାଇଛି ।ପ୍ରାର୍ଥୀମାନେ ଭାରତୀୟ ସେନାର ୱେବସାଇଟ୍ www.joinindianarmy.nic.in କୁ ଲଗଇନ୍ କରି ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Next Post