ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ ୫ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମେ ୫ରେ ତାହା ସରିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ବାୟୋଲୋଜିକାଲ ସାଇନ୍ସ ବିଭାଗରେ ପ୍ରଫେସର, କମ୍ପ୍ୟୁଟର ଓ ଡାଟା ସାଇନ୍ସ ବିଭାଗରେ ପ୍ରଫେସର, ଫିଜିକାଲ ସାଇନ୍ସ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର (ଗ୍ରେଡ-୧), ପୃଥିବୀ ଓ ପରିବେଶ ବିଜ୍ଞାନ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର (ଗ୍ରେଡ-୧) ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଅଣସଂରକ୍ଷିତ, ଅନ୍ୟ ପଛୁଆ ବର୍ଗ (ଓବିସି) ଏନସିଏଲ ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କୁ ଏଥିରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ପିଏଚ.ଡି ସହିତ ଭଲ ଆକାଡେମିକ୍ ରେକର୍ଡ ରହିଥିବା ଆବଶ୍ୟକ । ଏଥିସହିତ ପ୍ରାର୍ଥୀଙ୍କର ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ରହିଥିବା ଆବଶ୍ୟକ । ଅନଲାଇନ୍ ଆପ୍ଲିକେସନ ସବମିସନ କରିବା ସମୟରେ ପ୍ରାର୍ଥୀଙ୍କୁ ସମସ୍ତ ଡକ୍ୟୁମେଣ୍ଟ ପିଡିଏଫ୍ ଫର୍ମାଟରେ ଅପଲୋଡ୍ କରିବାକୁ ପଡ଼ିବ ।
Trending
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
Next Post