ଆରମ୍ଭ ହେଲା ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ବିଭାଗରେ କରେସ୍ପଣ୍ଡେନ୍ସ ନାମଲେଖା । ପାଠ୍ୟକ୍ରମ ପାଇଁ ନାମ ଲେଖାଇବାକୁ ଆସନ୍ତା ୧୬ ତାରିଖରୁ ନଭେମ୍ବର ୪ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାର୍ଗଦର୍ଶିକା ପ୍ରକାଶ ପାଇଛି ।ଚୂଡ଼ାନ୍ତ ତାଲିକା ନଭେମ୍ବର ୧୦ ତାରିଖରେ ପ୍ରକାଶ ପାଇବ ଏବଂ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ଫି’ ଦାଖଲ ଏବଂ ନାମଲେଖା ପ୍ରକ୍ରିୟା ଶେଷହେବ । ସାମ୍ସ୍ ୱେବ୍ସାଇଟ୍ ମାଧ୍ୟମରେ ସମସ୍ତ ଆବେଦନ ପକ୍ରିୟା କରାଯିବ ବୋଲି ବିଭାଗ ପକ୍ଷରୁ ଦର୍ଶାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post