ସୁପ୍ରିମକୋର୍ଟରେ ଶୁକ୍ରବାର ଦିନ ନୀଟ ମାମଲାକୁ ନେଇ ଶୁଣାଣି ହୋଇଛି । କୋର୍ଟ ସିବିଆଇ ଯାଞ୍ଚ ଦାବିର ପିଟିସନ ଉପରେ ନୀଟ ପରୀକ୍ଷା କରୁଥିବା ଏଜେନ୍ସି ଏନଟିଏ କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି । ଅନ୍ୟପକ୍ଷରେ ଏନଟିଏ ପକ୍ଷରୁ ଅବେଦନ କରାଯାଇଥିବା ଭିନ୍ନ-ଭିନ୍ନ ହାଇକୋର୍ଟରେ ଦାଖଲ କରାଯାଇଥିବା ଆବେଦନକୁ ନେଇ ଜବାବ ମାଗିଛନ୍ତି । କୋର୍ଟ କହିଛନ୍ତି ଯେ, ଏନଟିଏର ଜବାବ ଜାଣିବା ଆବଶ୍ୟକ ଅଟେ ।ସୁପ୍ରିମକୋର୍ଟ କହିଛନ୍ତି ଯେ, ଜବାବ ଦାଖଲ କରାଯିବା ପରେ ବର୍ତ୍ତମାନ ମାମଲାର ଆଗାମୀ ଶୁଣାଣି ୮ ଜୁଲାଇରେ କରାଯିବ । ଶୁଣାଣି ସମୟରେ ଆବେଦନକାରୀଙ୍କ ଓକିଲଙ୍କ କହିବାନୁଯାୟୀ, ଏହି ମାମଲା ୨୪ ଲକ୍ଷ ଛାତ୍ରଙ୍କ ଭବିଷ୍ୟତ ସହ ଜଡିତ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ