ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସରକାର ଖରାଦିନ ଛୁଟି ଘୋଷଣା କରିଛନ୍ତି । ଏହାପୂର୍ବରୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଣୋ ହୋଇଥିଲା । ତେବେ ଏପ୍ରିଲ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଯିବେ ଛାତ୍ରଛାତ୍ରୀ । ଏହି ୩ ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପିଲାମାନଙ୍କୁ ସ୍କୁଲରେ ପାଠ ପଢାଯିବ । ଏହାପରେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୫ ତାରିଖର ସମସ୍ତ ସ୍କୁଲରେ ଛୁଟି ପ୍ରଦାନ କରାଯିବ ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post