ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସରକାର ଖରାଦିନ ଛୁଟି ଘୋଷଣା କରିଛନ୍ତି । ଏହାପୂର୍ବରୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଣୋ ହୋଇଥିଲା । ତେବେ ଏପ୍ରିଲ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଯିବେ ଛାତ୍ରଛାତ୍ରୀ । ଏହି ୩ ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପିଲାମାନଙ୍କୁ ସ୍କୁଲରେ ପାଠ ପଢାଯିବ । ଏହାପରେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୫ ତାରିଖର ସମସ୍ତ ସ୍କୁଲରେ ଛୁଟି ପ୍ରଦାନ କରାଯିବ ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Prev Post