ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ରବିବାର ବ୍ୟତୀତ ୭୨ଟି ଛୁଟି ଦିବସ ଥିବା ବେଳେ ୧୮୦ ଦିନ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ। ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ଵବିଦ୍ୟାଳୟ ଓ ପ୍ରତି ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର କଡ଼ାକଡ଼ି ଲାଗୁ ହେବ। ଏନେଇ ମଧ୍ୟରେ ରାଜ୍ୟ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ପୂଜା ଛୁଟି ଅକ୍ଟୋବର ୨୧ରୁ ୨୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଅକ୍ଟୋବର ଶେଷ ସମ୍ମିଳନୀ କରା ସପ୍ତାହରେ ମିଡ୍ ସେମିଷ୍ଟରର ଅଡ୍ ସେମିଷ୍ଟର ପରୀକ୍ଷା ହେବାକୁ ପ୍ରକାଶ ପାଇବ ଥିବା ବେଳେ ଫେବ୍ରୁଆରି ଶେଷ ସପ୍ତାହରେ ଇଭେନ୍ ସେମିଷ୍ଟର୍ ଛାତ୍ରଛାତ୍ରୀଙ୍କ ସ ପରୀକ୍ଷା କରାଯିବ । ନଭେମ୍ବର ୧ରୁ ୧୦ ମଧ୍ଯରେ ବାର୍ଷିକ କ୍ରୀଡ଼ା/ ୫ରୁ ଜୁନ୍ ୧୯ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଡିସେମ୍ବର ୧ରୁ ୧୨ ମଧ୍ୟରେ ରାଜ୍ୟସ୍ତରୀୟ ବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ହେବ । ୨୦୨୪ ଜାନୁଆରି ଶେଷ ସପ୍ତାହରେ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ କରାଯିବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳ ପ୍ରକାଶ ପାଇବ। ପ୍ରତି ସୋମବାରରେ ୟୁଜି ଓ ମଙ୍ଗଳବାରରେ ପିଜି ଛାତ୍ରଛାତ୍ରୀଙ୍କ ସାପ୍ତାହିକ କର୍ମଶାଳା ଆୟୋଜିତ ହେବ। ୨୦୨୪ ମେ’ ୫ରୁ ଜୁନ୍ ୧୯ ମଧ୍ୟରେ ଗ୍ରୀଷ୍ମ ଛୁଟି ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ଏକଡେମିକ୍ କ୍ୟାଲଣ୍ଡରରେ ସୂଚନା ଦିଆଯାଇଛି।
Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Next Post